Advertisment
Latest Posts
Advertisment
ରାଜ୍ୟ
ଜାତୀୟ ଶିକ୍ଷାପଦ୍ଧତି ଅନୁଯାୟୀ ଯୁକ୍ତଦୁଇ ମୂଲ୍ୟାୟନ, ୨୪ ପ୍ରତିଶତ ମାର୍କରେ ପାସ୍
ଚଳିତ ବର୍ଷ ଯୁକ୍ତ୨ ବୋର୍ଡ ପରୀକ୍ଷା ମାର୍କିଂ ଢାଞ୍ଚାରେ ପରିବର୍ତ୍ତନ କରାଯିବ। ଏନେଇ ସୂଚନା ଦେଇଛନ୍ତି ସିଏଚଏସଇ ପରୀକ୍ଷା ନିୟନ୍ତ୍ରକ ପ୍ରଶାନ୍ତ କୁମାର ପରିଡ଼ା । ତାଙ୍କ ସୂଚନା ଅନୁଯାୟୀ, ଏଥର ଜାତୀୟ ଶିକ୍ଷା ପଦ୍ଧତି ଅନୁଯାୟୀ ୮୦ ମାର୍କର ଥିଓରୀ ଓ ୨୦ ମାର୍କର ଆସେସମେଣ୍ଟ ପରୀକ୍ଷା ଦେବେ ଯୁକ୍ତ ଦୁଇ ପରୀକ୍ଷାର୍ଥୀ।
ଜିଲ୍ଲା
ନିମ୍ନମାନର ଖାଦ୍ୟ ପରସା ଯାଉଥିବା ଅଭିଯୋଗ: ଆରଏମସି ସ୍ୱାସ୍ଥ୍ୟବିଭାଗ ଟିମ୍ ପକ୍ଷରୁ ଚଢ଼ଉ
ଗ୍ରାହକମାନଙ୍କୁ ନିମ୍ନମାନର ଖାଦ୍ୟ ପରସା ଯାଉଥିବା ଅଭିଯୋଗ ପରେ ଗୁରୁବାର ରାଉରକେଲା ମହାନଗର ନିଗମ (ଆରଏମସି) ସ୍ୱାସ୍ଥ୍ୟବିଭାଗ ଟିମ୍ ସେକ୍ଟର-୪ ସ୍ଥିତ ମଧୁବନ ରେସ୍ତୋରାଁରେ ଚଢ଼ଉ କରିଛି...
ଖେଳ
ନିଲାମି ପୂର୍ବରୁ ଆଇପିଏଲ ମ୍ୟାଚ୍ ପାଇଁ ତାରିଖ ଘୋଷଣା : ମାର୍ଚ୍ଚ ୧୪ରୁ ଆରମ୍ଭ, ଏହି ଦିନ ହେବ ଶେଷ
ଆଇପିଏଲ୍ ୨୦୨୫ର ମେଗା ନିଲାମି ୨୪ ଏବଂ ୨୫ ନଭେମ୍ବରରେ ସାଉଦି ଆରବର ଜେଦ୍ଦାଠାରେ ଅନୁଷ୍ଠିତ ହେବ | ମେଗା ନିଲାମି ପୂର୍ବରୁ ଏବେ ଆଇପିଏଲ ମ୍ୟାଚର ତାରିଖ ସାମ୍ନାକୁ ଆସିଛି।
ରାଜନୀତି
ଆପ୍ ଘୋଷଣା କରିଥିବା ୧୧ ଜଣଙ୍କ ମଧ୍ୟରୁ ୬ ଜଣ ପରାଜିତ ପ୍ରାର୍ଥୀ
ଆମ୍ ଆଦ୍ମୀ ପାର୍ଟି(ଆପ୍) ଆଗାମୀ ବିଧାନସଭା ନିର୍ବାଚନ ପାଇଁ ତା’ର ପ୍ରାର୍ଥୀ ତାଲିକା ଘୋଷଣା କରିସାରିିଛି। ସମୁଦାୟ ୧୧ ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି ଆପ୍।
ଅପରାଧ
ଆଦାନୀଙ୍କ ବିରୋଧରେ ଆମେରିକାର ଅଭିଯୋଗରେ ଜଗନ ରେଡ୍ଡୀଙ୍କ ନାମ
ଏସ୍ଇସି କହିବା ମୁତାବକ, ଆଦାନୀ ତତ୍କାଳୀନ ଆନ୍ଧ୍ରପ୍ରଦେଶର ମୁଖ୍ୟମନ୍ତ୍ରୀ ଜଗନ୍ ମୋହନ ରେଡ୍ଡୀଙ୍କୁ ୨୦୨୧ ମସିହା ଅଗଷ୍ଟ ମାସରେ ସାକ୍ଷାତ୍ କରି ସରକାରଙ୍କ ଦ୍ୱାରା ପରିଚାଳିତ ସୋଲାର ଏନର୍ଜି କର୍ପୋରେସନ୍ ଅଫ୍ ଇଣ୍ଡିଆ (ଏସ୍ଇସିଆଇ) ସହିତ ଚୁକ୍ତିନାମା ସ୍ୱାକ୍ଷର କରିବାକୁ ଆଗ୍ରହ ପ୍ରକାଶ କରିଥିଲେ।
ମନୋରଞ୍ଜନ
ଡିସିପି ଅଫିସ୍ ସମ୍ମୁଖରେ ମନୋଜ ମିଶ୍ର ଓ ନିର୍ଦ୍ଦେଶକ ବବି ଇସଲାମ୍ ହାତାହାତି
ଡିସିପି ଅଫିସ୍ ସମ୍ମୁଖରେ ଅଭିନେତା ମନୋଜ ମିଶ୍ର ଓ ନିର୍ଦ୍ଦେଶକ ବବି ଇସଲାମ୍ ହାତାହାତି ହୋଇଥିବା ଜଣାଯାଇଛି। ଉଭୟଙ୍କ ହାତାହାତି ବେଳର ଦୃଶ୍ୟ ବି ଭାଇରାଲ୍ ହେବାରେ ଲାଗିଛି। ଖାଲି ସେତିକି ନୁହେଁ, ସେଠାରେ ଉପସ୍ଥିତ ଅନ୍ୟ ନିର୍ଦ୍ଦେଶକମାନଙ୍କ ପ୍ରତି ବି ଅଶୋଭନୀୟ ଆଚରଣ ପ୍ରଦର୍ଶନ କରିଛନ୍ତି।