Advertisment
Latest Posts
Advertisment
ରାଜ୍ୟ
ମେ ୨୭ ନୁହେଁ, ୨୬ ତାରିଖରେ ସାବିତ୍ରୀ ଅମାବାସ୍ୟା ପାଇଁ ସରକାରୀ ଛୁଟି
ସାବିତ୍ରୀ ଅମାବାସ୍ୟା ପାଇଁ ସରକାରୀ ଛୁଟିକୁ ମେ ୨୭ ତାରିଖ ପରିବର୍ତ୍ତେ ମେ ୨୬ ତାରିଖରେ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏ ସମ୍ପର୍କିତ ପ୍ରସ୍ତାବକୁ ମଧ୍ୟ ସେ ଅନୁମୋଦନ ଦେଇଛନ୍ତି ।
ଜିଲ୍ଲା
ବାରିପଦା ବଜାରରେ ଅଗ୍ନିକାଣ୍ଡ: ୨ ଦୋକାନ ଜଳିଗଲା
ବାରିପଦା ବଜାରରେ ଘଟିଥିବା ଅଗ୍ନିକାଣ୍ଡରେ ଦୁଇଟି ଦୋକାନ ଜଳିଯାଇଛି। ସେଥିମଧ୍ୟରୁ ଗୋଟିଏ ବୈଦ୍ୟୁତିକ ସାମଗ୍ରୀ ଦୋକାନ ଏବଂ ଅନ୍ୟଟି କପଡ଼ା ଦୋକାନ ରହିଛି। ବିଳମ୍ବିତ ରାତିରେ ଦୋକାନଗୁଡ଼ିକ ବନ୍ଦ ଥିବା ସମୟରେ ନିଆଁ ଲାଗିଥିବା କୁହାଯାଉଛି....
ଖେଳ
ଭାରତୀୟ ୧୯ ବର୍ଷରୁ କମ୍ ଦଳର ଇଂଲଣ୍ଡ ଗସ୍ତ: ମହାତ୍ରେ ଅଧିନାୟକ, ବୈଭବଙ୍କୁ ସୁଯୋଗ
ଭାରତୀୟ ୧୯ବର୍ଷରୁ କମ୍ ଦଳର ଇଂଲଣ୍ଡ ଗସ୍ତ ଲାଗି କନିଷ୍ଠ ଚୟନ ସମିତି ଗୁରୁବାର ୧୬ ଜଣିଆ ଭାରତୀୟ ଦଳ ଘୋଷଣା କରିଛି। ମୁମ୍ବାଇର ୧୭ ବର୍ଷୀୟ ଓପନର୍ ଆୟୁଷ ମହାତ୍ରେ ଦଳର ଅଧିନାୟକ ନିଯୁକ୍ତ ହୋଇଛନ୍ତି।
ରାଜନୀତି
‘ଓବିସି, ଏସ୍ସି, ଏସ୍ଟିଙ୍କୁ ସଂଖ୍ୟାନୁପାତରେ ସଂରକ୍ଷଣ ଦିଅ’
ସଂରକ୍ଷଣକୁ ପ୍ରସଙ୍ଗ କରି ରାସ୍ତାକୁ ଓହ୍ଲାଇଛି ବିଜେଡି। ଓବିସି, ଏସ୍ସି ଓ ଏସ୍ଟିଙ୍କୁ ସଂଖ୍ୟାନୁପାତରେ ସଂରକ୍ଷଣ ଦାବିରେ ବିଜେଡି ପକ୍ଷରୁ ଆଜି ରାଜଭବନ ସମ୍ମୁଖଷର ଜନଆନ୍ଦୋଳନ କରାଯାଇଥିଲା। ଏସ୍ଇବିସି ତଥା ଓବିସି ବର୍ଗ ପାଇଁ ୨୭ ପ୍ରତିଶତ....
ଅପରାଧ
୫ ମାସରେ କୋଟିଏ ଟଙ୍କାର ନିଶା ଦ୍ରବ୍ୟ ଜବତ: ୮୨୨ ଗ୍ରାମ ବ୍ରାଉନ୍ସୁଗାର, ୧୦୧୮ କେଜି ଗଞ୍ଜେଇ, ୭୮ ନିଶା ବ୍ୟବସାୟୀ ଗିରଫ
ରାଜଧାନୀରେ ଦିନକୁ ଦିନ ନିଶା କାରବାର ବେକାବୁ ହେବାରେ ଲାଗିଛି। ପୁଲିସ୍, ଅବକାରୀ ବିଭାଗ ଓ ଏସ୍ଟିଏଫ୍ ନିୟମିତ ଭାବେ ରାଜଧାନୀରୁ ଗଞ୍ଜେଇ, ବ୍ରାଉନ୍ସୁଗାର୍, ହେରୋଇନ୍, ଚୋରା ମଦ ଆଦି ଜବତ କରୁଛି। ମାଫିଆ, ଖୁଚୁରାବେପାରୀଙ୍କୁ ବି ଗିରଫ କରୁଛି।
ମନୋରଞ୍ଜନ
ଲଗାତର ଦୁଇ ଦିନରେ ସଲ୍ମାନ୍ଙ୍କ ଘର ଭିତରେ ପଶିଲେ ୨ ଅନୁପ୍ରବେଶକାରୀ
ସଲ୍ମାନଙ୍କ ଗାଲାକ୍ସି ଆପାର୍ଟମେଣ୍ଟରେ ପୁଣି ଅନୁପ୍ରବେଶ ଉଦ୍ୟମ। ମୁମ୍ବାଇରେ ଥିବା ଭାଇଜାନ୍ଙ୍କ ଗାଲାକ୍ସି ଆପାର୍ଟମେଣ୍ଟରେ ଅନୁପ୍ରବେଶ କରିଥିବା ଦୁଇ ଅନୁପ୍ରବେଶକାରୀଙ୍କ ବିରୋଧରେ ମୁମ୍ବାଇ ପୁଲିସ ପୃଥକ ମାମଲା ରୁଜୁ କରିଛି। ଯେଉଁଠାରେ ଅଭିନେତା ସଲମାନ ଖାନ ତାଙ୍କ ପରିବାର ସହିତ ରୁହନ୍ତି।