Latest Posts
ରାଜ୍ୟ
ଶ୍ରୀମନ୍ଦିରରେ ସବୁ ଭକ୍ତଙ୍କୁ ମିଳିବ ମହାପ୍ରସାଦ
ମହାପ୍ରଭୁଙ୍କ ଦର୍ଶନ ପାଇଁ ଶ୍ରୀମନ୍ଦିରକୁ ଯାଉଥିବା ସବୁଭକ୍ତଙ୍କୁ ମିଳିବ ମହାପ୍ରସାଦ। ଦର୍ଶନ ସରିବାପରେ ସାଙ୍ଗରେ ମହାପ୍ରସାଦ ନେଇ ଘରକୁ ଯାଇପାରିବେ ଭକ୍ତ। ଏ ବାବଦରେ ଆଲୋଚନା ଆରମ୍ଭ ହୋଇଛି।
ଜିଲ୍ଲା
ରାଉରକେଲା ଷ୍ଟିଲ୍ପ୍ଲାଣ୍ଟରେ ବିସ୍ଫୋରଣ: ୫ ଶ୍ରମିକ ଗୁରୁତର
ରାଉରକେଲା ଷ୍ଟିଲ୍ପ୍ଲାଣ୍ଟରେ ଶନିବାର ବଡ଼ଧରଣର ବିସ୍ଫୋରଣ ଘଟିଛି । ଷ୍ଟିଲ୍ପ୍ଲାଣ୍ଟର ଏସ୍ଏମ୍ଏସ୍- ୧ ୟୁନିଟରେ ବିସ୍ଫୋରଣ ଘଟିଥିବା କୁହାଯାଉଛି । ଏସ୍ଏମ୍ଏସ୍- ୧ ୟୁନିଟରେ କିଭିଳି ବିସ୍ଫୋରଣ ଘଟିଲା ତାହାର କାରଣ ଅସ୍ପଷ୍ଟ ରହିଛି...
ଖେଳ
ଆଇପିଏଲ୍ରେ ମ୍ୟାଚ୍ ଫି’ ୭.୫ ଲକ୍ଷ: ଫ୍ରାଞ୍ଜାଇଜ୍ ୫ ଖେଳାଳି ବଜାୟ ରଖିବେ
ଆସନ୍ତା ଋତୁର ଆଇପିଏଲ୍ରେ ପ୍ରତ୍ୟେକ ଖେଳାଳିଙ୍କ ମ୍ୟାଚ୍ ଫି’ ୭.୫ ଲକ୍ଷ ଟଙ୍କା ଧାର୍ଯ୍ୟ କରାଯାଇଛି। ବିସିସିଆଇ ସମ୍ପାଦକ ଜୟ ଶାହ ଏ ବିଷୟରେ ସାମାଜିକ ଗଣମାଧ୍ୟମରେ ପୋଷ୍ଟ୍ କରିଛନ୍ତି। ଧାର୍ଯ୍ୟ ମ୍ୟାଚ୍ ଫି’ ୨୦୨୫ ଆଇପିଏଲ୍ଠାରୁ ଲାଗୁ ହେବ।
ରାଜନୀତି
ନଭେମ୍ବର ୨୬ ପୂର୍ବରୁ ମହାରାଷ୍ଟ୍ର ବିଧାନସଭା ନିର୍ବାଚନ: ସିଇସି
ମୁଖ୍ୟ ନିର୍ବାଚନ କମିସନର (ସିଇସି) ରାଜୀବ କୁମାର ଆଜି ଏକ ସାମ୍ବାଦିକ ସମ୍ମିଳନୀ କରି ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ନେଇ ଏକ ଗୁରୁତ୍ବପୂର୍ଣ୍ଣ ଘୋଷଣା କରିଛନ୍ତି। ନଭେମ୍ବର ୨୬ ତାରିଖରେ ମହାରାଷ୍ଟ୍ର ବିଧାନସଭା କାର୍ଯ୍ୟକାଳ ଶେଷ ହେଉଛି।
ଅପରାଧ
ଆଇଏଏସ୍ ଅଫିସରଙ୍କ ପତ୍ନୀଙ୍କୁ ଦୁଷ୍କର୍ମ ମାମଲା: ପୁଲିସ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ
ଜଣେ ଆଇଏଏସ୍ ଅଫିସରଙ୍କ ପତ୍ନୀଙ୍କୁ ଦୁଷ୍କର୍ମ ଅଭିଯୋଗ ତଦନ୍ତର କୁପରିଚାଳନା କରିବା ମାମଲାରେ ୩ ଜଣ ଶୀର୍ଷ ପୁଲିସ ଅଫିସରଙ୍କ ବିରୋଧରେ ବିଭାଗୀୟ ବିଚାରଣ ଆରମ୍ଭ କରିବାପାଇଁ ଆଜି କଲିକତା ହାଇକୋର୍ଟ କୋଲକାତା ପୁଲିସ କମିସନରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।
ମନୋରଞ୍ଜନ
ସେଲିବ୍ରିଟିଙ୍କ ରୋଷେଇଶାଳା: ହରିଙ୍କ ବାଡ଼ିଆ ଡାଲମା
ରୋଷେଇ ମଧ୍ୟ ଠିକ୍ ସେହିପରି ଏକ କାମ। ଯେ ପର୍ଯ୍ୟନ୍ତ ଆମେ ନିଜେ କଡ଼େଇ-ଖଡ଼ିକା ଧରିନାହଁୁ ସେ ପର୍ଯ୍ୟନ୍ତ ରାନ୍ଧଣାର ମଜା ପାଇପାରିବା ନାହିଁ ବୋଲି କହିଛନ୍ତି ଓଲିଉଡ୍ର ଜଣାଶୁଣା ଅଭିନେତା-ନିର୍ଦ୍ଦେଶକ ହରିହର ମହାପାତ୍ର।