ଲାଲୁ, ରାବ୍ରୀ, ତେଜସ୍ୱୀଙ୍କୁ ସମନ୍‌

ଶ୍ରୀନଗର : ଆଇଆରସିଟିସି ହୋଟେଲ୍‌ ଦୁର୍ନୀତି ମାମଲାରେ ଆଜି ଦିଲ୍ଲୀର ଏକ ସ୍ୱତନ୍ତ୍ର କୋର୍ଟ ଆରଜେଡି ସୁପ୍ରିମୋ ଲାଲୁ ପ୍ରସାଦ ଯାଦବ, ପତ୍ନୀ ରାବ୍ରି ଦେବୀ ଏବଂ ପୁଅ ତେଜସ୍ୱୀ ଯାଦବଙ୍କୁ ସମନ୍‌ କରିଛନ୍ତି। ମାମଲାର ପରବର୍ତ୍ତୀ ଶୁଣାଣି ଅକ୍ଟୋବର ୬ ତାରିଖରେ ହେବ ବୋଲି କୋର୍ଟ ଧାର୍ଯ୍ୟ କରିଛନ୍ତି।

ସମ୍ବନ୍ଧିତ ଖବର