ମେଷ: ଆପଣଙ୍କ ମନ ଓ ହୃଦୟ ବିରୋଧାଭାସ ସୃଷ୍ଟି କରିପାରନ୍ତି। ଜୀବନରେ ଆଗକୁ ବଢ଼ିବା ପାଇଁ ଲୋକଙ୍କ ସାହାଯ୍ୟ ପାଇବେ। ପ୍ରେମିକଙ୍କ ସହିତ ସମ୍ବନ୍ଧ ସୁଖଦ ହେବ।
Sambad is now on WhatsApp
Join and get latest news updates delivered to you via WhatsApp
ବୃଷ: ଆପଣଙ୍କ ରଚନାତ୍ମକ ପ୍ରତିଭା ଲୋକଙ୍କ ସାମନାକୁ ଆସିବ। କୌଣସି ଶୁଭ ସମାଚାର ପାଇବାର ସମ୍ଭାବନା ଅଛି। ସମାଜରେ ଆପଣଙ୍କର ମାନ ସମ୍ମାନ ବଢ଼ିବ।
ମିଥୁନ: ବାପା ମାଆଙ୍କ ସାହାଯ୍ୟରେ ଗୁରୁତ୍ବପୂର୍ଣ୍ଣ କାମ ସ˚ପୂର୍ଣ୍ଣ ହେବ। ଧାର ନେବା ଓ ଦେବାରୁ ନିବୃତ୍ତ ରୁହନ୍ତୁ। ଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ।
କର୍କଟ: ବିଶେଷ କାମ ନିର୍ଦ୍ଧାରିତ ସମୟ ପୂର୍ବରୁ ପୂରା ହୋଇଯିବ। ବନ୍ଧୁ ସହିତ ଦର୍ଶନୀୟ ସ୍ଥାନକୁ ବୁଲି ଯାଇପାରନ୍ତି। ଆପଣଙ୍କୁ ସନ୍ତାନ ସୁଖ ପ୍ରାପ୍ତି ହେବ।
ସି˚ହ: ଅଫିସରେ ଆପଣଙ୍କ ବେଶଭୂଷାର ପ୍ରଶ˚ସା ହେବ। ଆପଣଙ୍କ ବ୍ୟବହାରରେ କିଛି ଲୋକ ଖୁସି ହେବେ। ନୂଆ ଘର ନିର୍ମାଣ ଲାଗି ଯୋଜନା କରିବେ।
କନ୍ୟା: ମହତ୍ତ୍ବପୂର୍ଣ୍ଣ ଲୋକଙ୍କ ସହିତ ଯୋଗାଯୋଗ ହୋଇପାରେ। କୌଣସି ନୂଆ କାମ କରିବାର ସୁଯୋଗ ପାଇବେ। ପାରିବାରିକ ଜୀବନ ସୁଖକର ହେବ।
ତୁଳା: ନିଜର ଭବିଷ୍ୟତ ସମ୍ବନ୍ଧରେ ଚିନ୍ତା କରିବେ। ଆପଣଙ୍କର ଆୟ ବୃଦ୍ଧି ହେବାର ସ˚କେତ ମିଳିବ। ଘରକୁ କୌଣସି ବନ୍ଧୁ ଆସିପାରନ୍ତି।
ବିଛା: ଆପଣଙ୍କର ଆତ୍ମବିଶ୍ବାସର ସ୍ତର ଉଚ୍ଚା ରହିବ। ନିଜର ଧୀଶକ୍ତି ବଳରେ ସବୁ କାମ ସମ୍ଭାଳି ନେବେ। ମହିଳାଙ୍କର ଅଫିସରେ ଉନ୍ନତି ହେବ।
ଧନୁ: ସ୍ଥଗିତ ଥିବା କାମ ସ˚ପୂର୍ଣ୍ଣ ହେବାର ସମ୍ଭାବନା ଅଛି। ଘରେ ମାଙ୍ଗଳିକ କାର୍ଯ୍ୟ ଲାଗି ଭାବି ପାରନ୍ତି। ବ୍ୟବସାୟ କାମରେ ପାଖ ସହରକୁ ଯାଇପାରନ୍ତି।
ମକର: ଆଧ୍ୟାତ୍ମିକ ଭାବନାରେ ସମୟ ବିତିବ। ବାଲ୍ୟବନ୍ଧୁଙ୍କ ସହିତ ଭେଟ ହୋଇପାରେ। କୌଣସି କାମ ପାଇଁ ବଡ଼ ନିଷ୍ପତ୍ତି ନେବେ।
କୁମ୍ଭ: କୌଣସି ନୂଆ କାମର ଯୋଜନା ପ୍ରସ୍ତୁତ କରିବେ। ପୁରୁଣା ବନ୍ଧୁଙ୍କ ସହିତ ଦେଖା ହୋଇପାରେ। ପରିବାର ଲୋକଙ୍କ ସହିତ ପ୍ରେମଭାବ ବଢ଼ିବ।
ମୀନ: ପୂଜାପାଠରେ ଅଧିକ ସମୟ ବିତିବ। ପରିବାର ଲୋକଙ୍କ ପରାମର୍ଶ ମହତ୍ତ୍ବପୂର୍ଣ୍ଣ ରହିବ। କିଛି ନୂଆ ଶିଖିବାକୁ ଚେଷ୍ଟା କରିବେ। ଚାକିରିଜୀବୀଙ୍କ ଲାଗି ଦିନଟି ଭଲ।