Advertisment
Latest Posts
Advertisment
ଜିଲ୍ଲା
୪୧୯ କେଜି ଗଞ୍ଜେଇ ଜବତ ମାମଲା: ଦୁଇ ନିର୍ଦ୍ଦୋଷରେ ଖଲାସ
ରାୟଗଡ଼ା ଜିଲା ଗୁଣପୁର ଏଡିଜେ କୋର୍ଟରେ ଗଞ୍ଜେଇ ଚାଲାଣ ମାମଲାରେ ଆଜି ରାୟ ପ୍ରକାଶ ପାଇଛି। ସାକ୍ଷ୍ୟ ପ୍ରମାଣ ଅଭାବରୁ ଦୁଇ ଜଣ ଅଭିଯୁକ୍ତଙ୍କୁ ଏଡିଜେ ନିର୍ଦ୍ଦୋଷରେ ଖଲାସ କରିଛନ୍ତି...
ବାଣିଜ୍ୟ
ଆସନ୍ତାମାସଠାରୁ ୟୁପିଆଇରେ ବଡ଼ ପରିବର୍ତ୍ତନ: ଅଟୋପେ ଓ ବାଲାନ୍ସ ଚେକ୍ ଉପରେ କଟକଣା
ୟୁପିଆଇ ନିୟମରେ ଏକ ବଡ଼ ଧରଣର ପରିବର୍ତ୍ତନ ଘଟିବାକୁ ଯାଉଛି। ନେସ୍ନାଲ୍ ପେମେଣ୍ଟ୍ କର୍ପୋରେସନ୍ ଅଫ୍ ଇଣ୍ତିଆ (ଏନ୍ପିସିଆଇ) ଘୋଷଣା କରିଛି ଯେ ୟୁନିଫାଏଡ୍ ପେମେଣ୍ଟ ଇଣ୍ଟରଫେସ୍ ବା ୟୁପିଆଇ ସିଷ୍ଟମକୁ ନେଇ ଅଗଷ୍ଟ ପହିଲାରୁ ନୂଆ ନିୟମ କାର୍ଯ୍ୟକାରୀ ହେବ।
ଅପରାଧ
୪୧୯ କେଜି ଗଞ୍ଜେଇ ଜବତ ମାମଲା: ଦୁଇ ନିର୍ଦ୍ଦୋଷରେ ଖଲାସ
ରାୟଗଡ଼ା ଜିଲା ଗୁଣପୁର ଏଡିଜେ କୋର୍ଟରେ ଗଞ୍ଜେଇ ଚାଲାଣ ମାମଲାରେ ଆଜି ରାୟ ପ୍ରକାଶ ପାଇଛି। ସାକ୍ଷ୍ୟ ପ୍ରମାଣ ଅଭାବରୁ ଦୁଇ ଜଣ ଅଭିଯୁକ୍ତଙ୍କୁ ଏଡିଜେ ନିର୍ଦ୍ଦୋଷରେ ଖଲାସ କରିଛନ୍ତି...
ମନୋରଞ୍ଜନ
୯ଦିନରେ ୩୦୦କୋଟି ମାର୍କ ଅତିକ୍ରମ କଲା 'ସୈୟାରା', ପଛରେ ପଡ଼ିଲା ବଡ଼ ବଜେଟ୍ ଫିଲ୍ମ
'ସୈୟାରା' ଝଡ଼ରେ ଫିକା ପଡ଼ିଲେ ସୁପରଷ୍ଟାର। ରିଲିଜ୍ ହେଉ ହେଉ ଅନେକ ବଡ଼ ବଡ଼ ସୁପରଷ୍ଟାର ଓ ସେମାନଙ୍କ ଫିଲ୍ମକୁ ପଛରେ ପକାଇଲେ ବଲିଉଡ କଳାକାର ଆହାନ ପାଣ୍ଡେ ଓ ଅନୀତ୍ ପଡ୍ଡା। ନାମରେ ଖାନ୍ ବା କପୁର ନଥାଇ ବି ପ୍ରେକ୍ଷାୟଳକୁ ଭିଡ଼ ଆଣିବାରେ ସଫଳ ହେଲେ ଆହାନ।
ପୁନଶ୍ଚ ପୃଥିବୀ
ଭଣ୍ଡାରିପୋଖରୀରେ ‘ପରିବେଶ ପଞ୍ଚାୟତ’; ସଚେତନ ନହେଲେ ମୃତ୍ୟୁମୁଖରେ ପଡ଼ିବା: ସଞ୍ଜୀବ
ପରିବେଶ ଏବେ ଅସନ୍ତୁଳିତ ଅବସ୍ଥାରେ ରହିଛି। ବିକାଶ ନାମରେ ଜଙ୍ଗଲ କାଟି ସଫା କରି ଦିଆଯାଉଛି। ପାହାଡ଼ପର୍ବତକୁ ବି ଛଡ଼ାଯାଉନି। ଫଳରେ ଦିନକୁ ଦିନ ପରିବେଶ ବିଗିଡ଼ିଯାଉଛି। ଏବେଠୁ ପରିବେଶ ପ୍ରତି ଦୃଷ୍ଟି ନଦେଲେ ଆମେ ମୃତ୍ୟୁମୁଖକୁ ଟାଣି ହୋଇଯିବା।