Advertisment
Latest Posts
Advertisment
ଜିଲ୍ଲା
ଅଜଣା ଅଟୋ ଧକ୍କାରେ ଛାତ୍ରୀ ଗୁରୁତର
ଅଜଣା ଅଟୋ ଧକାରେ ଜଣେ ଯୁକ୍ତ ୩ ଦ୍ୱିତୀୟ ବର୍ଷର ଛାତ୍ରୀ ଗୁରୁତର ହୋଇଛନ୍ତି। ଭାଇକୁ ଟ୍ୟୁସନରୁ ଆଣିବାକୁ ଯାଉଥିବା ବେଳେ ଏହି ଦୁର୍ଘଟଣା ଘଟିଛି। ଛାତ୍ରୀଙ୍କୁ ଉଦ୍ଧାର କରି ବାଲିପାଟଣା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଚିକିତ୍ସା ପରେ ଅବସ୍ଥା ସଂକଟାପନ୍ନ ଥିବାରୁ ତାଙ୍କୁ କ୍ୟାପିଟାଲ ହସ୍ପିଟାଲକୁ ପଠାଯାଇଛି...
ବାଣିଜ୍ୟ
ବ୍ୟାଟେରି ସ୍ବାପିଂ ଷ୍ଟେସନ୍ରେ ପଛୁଆ: ଦେଶରେ ୨୬୧୧ଟି, ଓଡ଼ିଶାରେ ମାତ୍ର ୨ଟି
ବ୍ୟାଟେରି ସ୍ବାପିଂ ଷ୍ଟେସନ୍ ସ୍ଥାପନ କରିବାରେ ଓଡ଼ିଶା ବହୁ ପଛରେ ରହିଛି। ସଂସଦରେ ଉପସ୍ଥାପିତ ତଥ୍ୟ ଅନୁସାରେ ଓଡ଼ିଶାରେ ମାତ୍ର ୨ଟି ସ୍ବାପିଂ ଷ୍ଟେସନ୍ ରହିଛି। ଚଳିତ ବର୍ଷ ଜୁଲାଇ ୧ ସୁଦ୍ଧା ତଥ୍ୟ ଅନୁସାରେ ସାରା ଦେଶରେ ଏଭଳି ଷ୍ଟେସନ୍ ସଂଖ୍ୟା ୨୬୧୧ ରହିଛି।
ମନୋରଞ୍ଜନ
୯ଦିନରେ ୩୦୦କୋଟି ମାର୍କ ଅତିକ୍ରମ କଲା 'ସୈୟାରା', ପଛରେ ପଡ଼ିଲା ବଡ଼ ବଜେଟ୍ ଫିଲ୍ମ
'ସୈୟାରା' ଝଡ଼ରେ ଫିକା ପଡ଼ିଲେ ସୁପରଷ୍ଟାର। ରିଲିଜ୍ ହେଉ ହେଉ ଅନେକ ବଡ଼ ବଡ଼ ସୁପରଷ୍ଟାର ଓ ସେମାନଙ୍କ ଫିଲ୍ମକୁ ପଛରେ ପକାଇଲେ ବଲିଉଡ କଳାକାର ଆହାନ ପାଣ୍ଡେ ଓ ଅନୀତ୍ ପଡ୍ଡା। ନାମରେ ଖାନ୍ ବା କପୁର ନଥାଇ ବି ପ୍ରେକ୍ଷାୟଳକୁ ଭିଡ଼ ଆଣିବାରେ ସଫଳ ହେଲେ ଆହାନ।
ପୁନଶ୍ଚ ପୃଥିବୀ
ଭଣ୍ଡାରିପୋଖରୀରେ ‘ପରିବେଶ ପଞ୍ଚାୟତ’; ସଚେତନ ନହେଲେ ମୃତ୍ୟୁମୁଖରେ ପଡ଼ିବା: ସଞ୍ଜୀବ
ପରିବେଶ ଏବେ ଅସନ୍ତୁଳିତ ଅବସ୍ଥାରେ ରହିଛି। ବିକାଶ ନାମରେ ଜଙ୍ଗଲ କାଟି ସଫା କରି ଦିଆଯାଉଛି। ପାହାଡ଼ପର୍ବତକୁ ବି ଛଡ଼ାଯାଉନି। ଫଳରେ ଦିନକୁ ଦିନ ପରିବେଶ ବିଗିଡ଼ିଯାଉଛି। ଏବେଠୁ ପରିବେଶ ପ୍ରତି ଦୃଷ୍ଟି ନଦେଲେ ଆମେ ମୃତ୍ୟୁମୁଖକୁ ଟାଣି ହୋଇଯିବା।