Advertisment
Latest Posts
Advertisment
ଜିଲ୍ଲା
କାଦୁଅ ରାସ୍ତାରେ ଧାନ ରୋଇ ପ୍ରତିବାଦ: ପିଚୁ ରାସ୍ତା ପାଇଁ ଦାବି
ସାହି ରାସ୍ତାରେ ଧାନ ରୋଇ ଭଲ ରାସ୍ତା ପାଇଁ ଗ୍ରାମର ମହିଳା ପ୍ରତିବାଦ କରିଛନ୍ତି । ଦୀର୍ଘଦିନ ହୋଇ ଏହି ରାସ୍ତା ଶୋଚନୀୟ ଭାବେ ପଡି ରହିଛି । ବାରମ୍ବାର ଅଭିଯୋଗ ପରେ ମଧ୍ୟ ପ୍ରଶାସନ ଧ୍ୟାନ ନ ଦେବାରୁ ବାଧ୍ୟ ହୋଇ ଧାନ ରୋଇ ପ୍ରତିବାଦ ଜଣାଇଛନ୍ତି...
ବାଣିଜ୍ୟ
ଆସନ୍ତାମାସଠାରୁ ୟୁପିଆଇରେ ବଡ଼ ପରିବର୍ତ୍ତନ: ଅଟୋପେ ଓ ବାଲାନ୍ସ ଚେକ୍ ଉପରେ କଟକଣା
ୟୁପିଆଇ ନିୟମରେ ଏକ ବଡ଼ ଧରଣର ପରିବର୍ତ୍ତନ ଘଟିବାକୁ ଯାଉଛି। ନେସ୍ନାଲ୍ ପେମେଣ୍ଟ୍ କର୍ପୋରେସନ୍ ଅଫ୍ ଇଣ୍ତିଆ (ଏନ୍ପିସିଆଇ) ଘୋଷଣା କରିଛି ଯେ ୟୁନିଫାଏଡ୍ ପେମେଣ୍ଟ ଇଣ୍ଟରଫେସ୍ ବା ୟୁପିଆଇ ସିଷ୍ଟମକୁ ନେଇ ଅଗଷ୍ଟ ପହିଲାରୁ ନୂଆ ନିୟମ କାର୍ଯ୍ୟକାରୀ ହେବ।
ଅପରାଧ
ମୁଖ୍ୟମନ୍ତ୍ରୀଙ୍କୁ ଗୁହାରି କଲେ ପୂର୍ବତନ ସରପଞ୍ଚ: ଖଣି ମାଫିଆଙ୍କଠାରୁ ସୁରକ୍ଷା ଦିଅନ୍ତୁ
ଗଞ୍ଜାମର ଚର୍ଚ୍ଚିତ ପୂର୍ବତନ ସରପଞ୍ଚ ଆରତୀ ଦେବୀ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଅଭିଯୋଗ କରିଛନ୍ତି। ନିଜ ଅଞ୍ଚଳର ବିରଳ ଜୀବଜନ୍ତୁ, ପ୍ରାକୃତିକ ପରିବେଶ, ପ୍ରାଚୀନ କୀର୍ତ୍ତି ଓ ଜଳାଶ୍ରୟକୁ ଖଣି ମାଫିଆମାନଙ୍କଠାରୁ ରକ୍ଷା କରିବା ପାଇଁ ସେ ପ୍ରାର୍ଥନା କରିଛନ୍ତି....
ମନୋରଞ୍ଜନ
୯ଦିନରେ ୩୦୦କୋଟି ମାର୍କ ଅତିକ୍ରମ କଲା 'ସୈୟାରା', ପଛରେ ପଡ଼ିଲା ବଡ଼ ବଜେଟ୍ ଫିଲ୍ମ
'ସୈୟାରା' ଝଡ଼ରେ ଫିକା ପଡ଼ିଲେ ସୁପରଷ୍ଟାର। ରିଲିଜ୍ ହେଉ ହେଉ ଅନେକ ବଡ଼ ବଡ଼ ସୁପରଷ୍ଟାର ଓ ସେମାନଙ୍କ ଫିଲ୍ମକୁ ପଛରେ ପକାଇଲେ ବଲିଉଡ କଳାକାର ଆହାନ ପାଣ୍ଡେ ଓ ଅନୀତ୍ ପଡ୍ଡା। ନାମରେ ଖାନ୍ ବା କପୁର ନଥାଇ ବି ପ୍ରେକ୍ଷାୟଳକୁ ଭିଡ଼ ଆଣିବାରେ ସଫଳ ହେଲେ ଆହାନ।
ପୁନଶ୍ଚ ପୃଥିବୀ
ଭଣ୍ଡାରିପୋଖରୀରେ ‘ପରିବେଶ ପଞ୍ଚାୟତ’; ସଚେତନ ନହେଲେ ମୃତ୍ୟୁମୁଖରେ ପଡ଼ିବା: ସଞ୍ଜୀବ
ପରିବେଶ ଏବେ ଅସନ୍ତୁଳିତ ଅବସ୍ଥାରେ ରହିଛି। ବିକାଶ ନାମରେ ଜଙ୍ଗଲ କାଟି ସଫା କରି ଦିଆଯାଉଛି। ପାହାଡ଼ପର୍ବତକୁ ବି ଛଡ଼ାଯାଉନି। ଫଳରେ ଦିନକୁ ଦିନ ପରିବେଶ ବିଗିଡ଼ିଯାଉଛି। ଏବେଠୁ ପରିବେଶ ପ୍ରତି ଦୃଷ୍ଟି ନଦେଲେ ଆମେ ମୃତ୍ୟୁମୁଖକୁ ଟାଣି ହୋଇଯିବା।