Advertisment
Latest Posts
Advertisment
ରାଜ୍ୟ
ବିଏମସି ଅତିରିକ୍ତ କମିସନରଙ୍କୁ ଆକ୍ରମଣ: ଜିଲ୍ଲାପାଳଙ୍କୁ ଦାବୀ ଜଣାଇଲେ ଅଧିକାରୀ
ବିଏମସି କାର୍ଯ୍ୟାଳୟରେ ସୋମବାର ଅତିରିକ୍ତ କମିସନର ରତ୍ନାକର ସାହୁଙ୍କୁ ଆକ୍ରମଣ ଘଟଣାର ପ୍ରତିବାଦ କରି ମଙ୍ଗଳବାର ଗଞ୍ଜାମ ଜିଲ୍ଲା ଓଏଏସ ଓ ଓଆରଏସ ସଂଘ ପକ୍ଷରୁ କାର୍ଯ୍ୟ ବନ୍ଦ କରାଯାଇଛି।
ଜିଲ୍ଲା
ବିଏମସି ଅତିରିକ୍ତ କମିସନରଙ୍କୁ ଆକ୍ରମଣ ମାମଲା: ରାଜ୍ୟର ବିଭିନ୍ନ ଓଏଏସ୍ ସଂଘ ପକ୍ଷରୁ ପ୍ରତିବାଦ
ବିଏମସି ଅତିରିକ୍ତ କମିସନର ରତ୍ନାକର ସାହୁଙ୍କୁ ଆକ୍ରମଣ ମାମଲାରେ ରାଜ୍ୟର ବିଭିନ୍ନ ଓଏଏସ୍ ସଂଘ ପକ୍ଷରୁ ପ୍ରତିବାଦ କରାଯାଇଛି। ଏହା ସହିତ ଏନେଇ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ ପାଇଁ ଦାବି ହୋଇଛି...
ଖେଳ
ପତ୍ନୀ ଓ ଝିଅଙ୍କୁ ମାସକୁ ୪ ଲକ୍ଷ ଦେବେ ଶାମି, ହାଇକୋର୍ଟଙ୍କ ନିର୍ଦ୍ଦେଶ
କୋଲକାତା ହାଇକୋର୍ଟରୁ କ୍ରିକେଟ ଖେଳାଳି ମହମ୍ମଦ ଶାମିଙ୍କୁ ଏକ ବଡ଼ ଝଟକା ଲାଗିଛି । ନିଜ ପତ୍ନୀ ଓ ଝିଅଙ୍କୁ ମାସିକ ଭରଣପୋଷଣ ପ୍ରଦାନ କରିବାକୁ ହାଇକୋର୍ଟ ଶାମିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।
ରାଜନୀତି
ସମ୍ବିଧାନ ବଞ୍ଚାଅ ସମାବେଶ: ପ୍ରସ୍ତୁତି ଜାରି; ଓଡ଼ିଶା ଆସିବେ ରାହୁଲଙ୍କ ସହ ଖଡ୍ଗେ
ଲୋକସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଓଡ଼ିଶା ଗସ୍ତସୂଚୀରେ ପରିବର୍ତ୍ତନ ହୋଇଛି। କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ ଆସନ୍ତା ୯ ତାରିଖରେ ଓଡ଼ିଶା ଆସିବେ ନାହିଁ। ଓଡ଼ିଶାକୁ ତାଙ୍କର ଗସ୍ତ ଆସନ୍ତା ୧୧ ତାରିଖରେ ହେବ।
ଅପରାଧ
ବ୍ରହ୍ମପୁରରେ ଲଜ୍ରୁ, ଦେବଗଡ଼ରେ ଜଙ୍ଗଲରୁ ଯୁବତୀଙ୍କ ମୃତଦେହ ଉଦ୍ଧାର
ରାଜ୍ୟରେ ମହିଳାମାନେ ଦିନକୁଦିନ ଅସୁରକ୍ଷିତ ଆଡ଼କୁ ଠେଲି ହୋଇଯାଉଥିବା ଦୃଷ୍ଟି ଗୋଚର ହେଉଛି। ଆଜି ଦୁଇ ଜଣ ଯୁବତୀଙ୍କ ମୃତଦେହ ଉଦ୍ଧାର ହୋଇଛି। ଜଣେ ଯୁବତୀ ଗଣଦୁଷ୍କର୍ମର ଶିକାର ହୋଇଛନ୍ତି।