ବାଲେଶ୍ୱର: ପତ୍ନୀ ଓ ତାଙ୍କ ପୁରୁଷ ବନ୍ଧୁଙ୍କୁ ହତ୍ୟା କରି ସ୍ୱାମୀଙ୍କ ଆତ୍ମସମର୍ପଣ
ବାଲେଶ୍ୱର: ଆଜି ସକାଳେ ବାଲେଶ୍ୱର ଟାଉନ୍ ଥାନା ଅନ୍ତର୍ଗତ ରାଣୀପାଟଣା ବ୍ୟାଙ୍କ କଲୋନିରୁ ଜଣେ ମହିଳା ଓ ଜଣେ ପୁରୁଷଙ୍କ ରକ୍ତ ଜୁଡ଼ୁବୁଡ଼ୁ ମୃତଦେହ ଜବତ କରାଯାଇଛି। ଅତି ବୀଭତ୍ସ ଭାବେ ଉଭୟଙ୍କୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରାଯାଇଛି। ଖବର ପାଇ ପୁଲିସ ଓ ସାଇଣ୍ଟିଫିକ୍ ଟିମ୍…