ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାରର ନାଁ ବଦଳାଇଲେ ରାଜ୍ୟ ସରକାର

ଭୁବନେଶ୍ବର: ବଦଳିଲା ସରକାର ବଦଳିଲା ନାଁ। ବିଜୁ ପଟ୍ଟନାୟକ କ୍ରୀଡ଼ା ସମ୍ମାନର ନାଁ ବଦଳାଇଛନ୍ତି ରାଜ୍ୟ ସରକାର। ଏନେଇ କ୍ରୀଡ଼ା ଓ ଯୁବ ସେବା ପକ୍ଷରୁ ପ୍ରକାଶ ପାଇଛି ବିଜ୍ଞପ୍ତି। ବିଜୁ କ୍ରୀଡ଼ା ସମ୍ମାନ ଏଣିକି ରାଜ୍ୟ କ୍ରୀଡ଼ା ସମ୍ମାନ ନାମରେ ପୁରସ୍କାର ପ୍ରଦାନ କରାଯିବ। ପୂର୍ବରୁ ରାଜ୍ୟ…
ଅଧିକ ଖବର ଦେଖନ୍ତୁ...

ସୁନ୍ଦରଗଡ଼: ସରକାର ବିରୁଦ୍ଧରେ ରାଜରାସ୍ତାରେ ଗର୍ଜିଲେ ହଜାର ହଜାର ଆଦିବାସୀ

ସୁନ୍ଦରଗଡ଼: ସରକାର ବିରୁଦ୍ଧରେ ରାଜରାସ୍ତାରେ ଗର୍ଜିଲେ ହଜାର ହଜାର ଆଦିବାସୀ।ମାତ୍ର ଦୁଇ ମାସ ମଧ୍ୟରେ ଏପରି ଏକ ବଡ଼ ଧରଣର ବିକ୍ଷୋଭ ପ୍ରଦର୍ଶନ ଓ ପ୍ରତିବାଦର ସାମ୍ନା କରିବାକୁ ପଡ଼ିଛି ସରକାରଙ୍କୁ ସୁନ୍ଦରଗଡ଼ ଜିଲ୍ଲାରେ। ଆଜି ଜିଲ୍ଲା କୋଣ ଅନୁକୋଣରୁ ହଜାର ହଜାର ଆଦିବାସୀ ଆସି…
ଅଧିକ ଖବର ଦେଖନ୍ତୁ...

ସୁନାଖାଇ ପୋଲ ତଳକୁ ଖସିଲା ଯାତ୍ରୀବାହୀ ବସ୍: ୨ ଗୁରୁତର, ୩୭ ଆହତ

ବୌଦ୍ଧ: ବୌଦ୍ଧରେ ମର୍ମନ୍ତୁଦ ବସ ଦୁର୍ଘଟଣା ଘଟିଛି।  ବୌଦ୍ଧ ଥାନା ବାମଣ୍ଡା ସୁନାଖାଇ ପୋଲ ତଳକୁ ବସଟି ଖସି ପଡ଼ିଥିବା ବେଳେ ୨ ଯାତ୍ରୀ ଗୁରୁତର ହୋଇଥିବା ବେଳେ ୩୭ ଜଣ ଆହତ ହୋଇଛନ୍ତି। ଗୁରୁତରମାନଙ୍କୁ ବୌଦ୍ଧ ମେଡ଼ିକାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି। ଘରୋଇ ବସଟି…
ଅଧିକ ଖବର ଦେଖନ୍ତୁ...

କାଲିମେଳାରେ ପ୍ରବଳ ବର୍ଷା: କନ୍ୟାଶ୍ରମ ପୋଲ ଉପରେ ୫ ଫୁଟ ବନ୍ୟା ଜଳ ପ୍ରବାହିତ

କାଲିମେଳା: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ମାଲକାନଗିରି ଜିଲ୍ଲା କାଲିମେଳାରେ ପ୍ରବଳ ବର୍ଷା ହେଉଛି। ଏହାଫଳରେ କନ୍ୟାଶ୍ରମ ପୋଲ ଉପରେ ୫ଫୁଟ ବନ୍ୟା ଜଳ ପ୍ରବାହିତ ହେଉଥିବା ଜଣାଯାଇଛି। ଏଣେ କାଲିମେଳା - ଛତିଶଗଡ଼ ସହ ଯୋଗାଯୋଗ ବିଛିନ୍ନ ହୋଇଛି। ଗତ ୨୪ ଘଣ୍ଟାରେ ୨୦୨…
ଅଧିକ ଖବର ଦେଖନ୍ତୁ...

ଗ୍ରାମବାସୀଙ୍କ ଆକ୍ରମଣରେ ୪ ପୁଲିସ କର୍ମଚାରୀ ଆହତ, ଗାଡ଼ି ଭଙ୍ଗାରୁଜା

ନୂଆପଡ଼ା: ନୂଆପଡ଼ା ଜିଲ୍ଲା କୋମନା ଥାନା ବରକୋଡ଼ ଗାଁରେ ଗ୍ରାମବାସୀଙ୍କ ଆକ୍ରମଣରେ ୪ ଜଣ ପୁଲିସ କର୍ମଚାରୀ ଆହତ ହୋଇଛନ୍ତି। ସୂଚନା ଅନୁସାରେ, ଦେଢ଼ମାସ ତଳେ ବାରମ୍ବାର ପାୱାର୍ କଟ୍‌କୁ ନେଇ ଅସନ୍ତୋଷ ପ୍ରକାଶ କରି ଗ୍ରାମବାସୀ ବିଦ୍ୟୁତ୍ କର୍ମଚାରୀମାନଙ୍କୁ ଖରାରେ ବସାଇଥିଲେ ଏହି ଘଟଣାକୁ…
ଅଧିକ ଖବର ଦେଖନ୍ତୁ...

ବିଜେପିର ପରିବର୍ଦ୍ଧିତ ରାଜ୍ୟ କାର୍ଯ୍ୟକାରିଣୀରେ ପାରିତ ହେବ ରାଜନୈତିକ ଚିଠା ପ୍ରସ୍ତାବ

ପୁରୀ: ପୁରୀରେ ଆୟେ‌ାଜିତ ବିଜେପିର ପରିବର୍ଦ୍ଧିତ ରାଜ୍ୟ କାର୍ଯ୍ୟକାରିଣୀ ବୈଠକରେ ରାଜନୈତିକ ଚିଠା ପ୍ରସ୍ତାବ ପାରିତ ହେବ।  ସେହିପରି ତିନୋଟି ଧନ୍ୟବାଦ ପ୍ରସ୍ତାବ ଆଗତ ହେବ। ୨୪ ନିର୍ବାଚନରେ ଓଡ଼ିଶାରେ ବିଜେପି ସରକାର ଆଣିବାରେ ସହାୟକ ହୋଇଥିବାରୁ ରାଜ୍ୟବାସୀଙ୍କୁ ଧନ୍ୟବାଦ ଦିଆଯିବ।…
ଅଧିକ ଖବର ଦେଖନ୍ତୁ...

ପଦ୍ମଶ୍ରୀ କମଳା ପୂଜାରୀଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ର ଶିକ୍ଷାମନ୍ତ୍ରୀ

ଭୁବନେଶ୍ୱର: ପଦ୍ମଶ୍ରୀ କମଳା ପୂଜାରୀଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ବ୍ୟକ୍ତ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସ୍ବର୍ଗତ କମଳା ପୂଜାରୀ ଜଣେ ଅସାଧାରଣ ଗୁଣୀ, ସାଧିକା ଓ ତ୍ୟାଗୀ ମହିଳା ଥିଲେ। ଶତାଧିକ ସ୍ୱଦେଶୀ ଧାନ ଓ ଅନ୍ୟାନ୍ୟ ଶସ୍ୟର ବିହନ ସଂରକ୍ଷଣ କରି…
ଅଧିକ ଖବର ଦେଖନ୍ତୁ...

ଜାତୀୟ ରାଜପଥରେ ଯୁବକଙ୍କୁ ଛୁରା ଭୂସି ହତ୍ୟା

ସୋର: ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ତଳନଗର ନିକଟରେ ଜଣେ ଯୁବକଙ୍କୁ ଛୁରା ମାଡ଼ କରାଯାଇଥିବା ବେଳେ ତାଙ୍କର ମୃତ୍ୟୁ ହୋଇଛି। ମୃତ ଯୁବକ ଜଣଙ୍କ ପୁରୀ ଟାଉନ ଥାନା ଗୁଣ୍ଡିଚା ମନ୍ଦିର ଅଂଚଳର ରବିନାରାୟଣ ଗୁଲି ବୋଲି ଜଣାପଡିଛି। ସୂଚନା ଅନୁସାରେ ମୃତ ରବିନାରାୟଣ ଗୋପାଳପୁର ଥାନା…
ଅଧିକ ଖବର ଦେଖନ୍ତୁ...

ଏସସିବି ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ପଦ୍ମଶ୍ରୀ କମଳା ପୂଜାରୀଙ୍କ ପରଲୋକ

କଟକ: ପଦ୍ମଶ୍ରୀ କମଳା ପୂଜାରୀଙ୍କ କଟକର ଏସସିବି ମେଡିକାଲରେ ପରଲୋକ ହୋଇଛି। ୨ ଦିନ ତଳେ ଅସୁସ୍ଥ ହୋଇ ସେ ଆଇସିୟୁରେ ଭର୍ତ୍ତି ହୋଇଥିଲେ। ଆଜି ଭୋର ୫ଟା ସମୟରେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି ପଦ୍ମଶ୍ରୀ କମଳା ପୂଜାରୀ। ମୃତ୍ୟୁ ବେଳକୁ ତାଙ୍କୁ ୭୬ ବର୍ଷ ହୋଇଥିଲା। ଦୁଇ ଦିନ ତଳେ…
ଅଧିକ ଖବର ଦେଖନ୍ତୁ...

ଅପରାଧୀମାନଙ୍କର ତାଲିକା ପ୍ରସ୍ତୁତି ପାଇଁ ଆରକ୍ଷୀ ଅଧୀକ୍ଷକମାନଙ୍କୁ ନିର୍ଦ୍ଦେଶ: ଉତ୍ତରାଞ୍ଚଳ ଆଇଜି

ଝାରସୁଗୁଡ଼ା: ଝାରସୁଗୁଡ଼ାରେ ଅପରାଧୀଙ୍କ ଘର ଭାଙ୍ଗିବା ପରେ ଆକ୍ସନ ମୋଡରେ ପୁଲିସ। ପ୍ରାଥମିକ ପର୍ଯ୍ୟାୟରେ ଅପରାଧୀମାନଙ୍କର ତାଲିକା ପ୍ରସ୍ତୁତି ପାଇଁ ଏସପିମାନଙ୍କୁ ନିର୍ଦ୍ଦେଶ ଦେଇଥିବା ଉତ୍ତରାଞ୍ଚଳ ଆଇଜି ହିମାଂଶୁ ଲାଲ ସୂଚନା ଦେଇଛନ୍ତି । ଯେକେହି ବି ସରକାରୀ ଜାଗା ଜବରଦଖଲ କରି ସଂଗଠିତ…
ଅଧିକ ଖବର ଦେଖନ୍ତୁ...