ଆଜି ରାଜ୍ୟରେ କରୋନାରୁ ସୁସ୍ଥ ହେଲେ ୫୯୭ ଆକ୍ରାନ୍ତ। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୮୬ ଆକ୍ରାନ୍ତ ସୁସ୍ଥ। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା।

ସମ୍ବନ୍ଧିତ ଖବର