କୋଭିଡ୍ ନିର୍ଦ୍ଦେଶାବଳୀ ଅନୁପାଳନ ସହ ପାଳନ ହେବ ଚଳିତ ବର୍ଷ ରାଜ୍ୟସ୍ତରୀୟ ୭୨ତମ ଗଣତନ୍ତ୍ର ଦିବସ। ୨୬ ଜାନୁଆରି ସକାଳ ୮.୩୦ ମିନିଟ୍‌ରେ ମହାତ୍ମା ଗାନ୍ଧୀ ମାର୍ଗରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ମୁଖ୍ୟ ଅତିଥି ଭାବେ ଜାତୀୟ ପତାକା ଉତ୍ତୋଳନ କରିବେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ୍ମାନିତ ଅତିଥି ଭାବେ ଯୋଗଦେବେ।

ସମ୍ବନ୍ଧିତ ଖବର