ଚନ୍ଦ୍ରଭାଗା ଓ ତଳସାରୀ ବେଳାଭୂମି ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନ କେନ୍ଦ୍ର। ବିଶ୍ବସ୍ତରୀୟ ପର୍ଯ୍ୟଟନ କେନ୍ଦ୍ର ଭାବେ ବିକଶିତ କରିବା ପାଇଁ ରାଜ୍ୟ ସରକାରଙ୍କ ଉଦ୍ୟମ। ପୁରୀ-କୋଣାର୍କ ମେରାଇନ୍‌ ଡ୍ରାଇଭର ଚନ୍ଦ୍ରଭାଗାର ବିକାଶ ଲକ୍ଷ୍ୟ।

ସମ୍ବନ୍ଧିତ ଖବର