breaking ଛତିଶଗଡ଼ରେ ନକ୍ସଲ ଆକ୍ରମଣ ପରେ ଓଡ଼ିଶାରେ ହାଇ ଆଲର୍ଟ ଜାରି। ମାଲକାନଗିରି, କୋରାପୁଟ ଓ ନବରଙ୍ଗପୁର ଜିଲ୍ଲାକୁ ଆଲର୍ଟ ଜାରି। କମ୍ବିଂ ଅପରେସନ ଜୋରଦାର କରିବାକୁ ନିର୍ଦ୍ଦେଶ। ସୀମା ଅଞ୍ଚଳରେ ଚେକିଂ ଓ ବ୍ଲକିଂ ଜୋରଦାର କରିବାକୁ ନିର୍ଦ୍ଦେଶ ଦେଲେ ରାଜ୍ୟ ପୁଲିସ ଗୁଇନ୍ଦା ନିର୍ଦ୍ଦେଶକ ସଂଜୀବ ପଣ୍ଡା। by Mahendra Sahu Updated 26 Apr 2023 15:50 IST Link copied! Copy failed! by Mahendra Sahu Updated 26 Apr 2023 15:50 IST Link copied! Copy failed!