ପିପିଲି ଉପନିର୍ବାଚନରେ କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଶୋକ ପ୍ରକାଶ। ଅଜିତ ମଙ୍ଗରାଜଙ୍କ ଦେହାନ୍ତରେ ମୁଁ ଦୁଃଖିତ: ମୁଖ୍ୟମନ୍ତ୍ରୀ। ଟ୍ବିଟ କରି ଅଜତଙ୍କ ପରିବାରକୁ ସମବେଦନା ଜଣାଇଲେ ମୁଖ୍ୟମନ୍ତ୍ରୀ।

ସମ୍ବନ୍ଧିତ ଖବର