ପୁରୀ: ସାକ୍ଷୀଗୋପାଳ ମନ୍ଦିରରେ ଅଁଳାନବମୀରେ ରାଧାପାଦ ଦର୍ଶନ ମନା। କୋଭିଡ କଟକଣାକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନର ନିଷ୍ପତ୍ତି। ନଭେମ୍ବର ୧୨ରେ ଅଁଳାନବମୀ ଓ ୧୫ରେ ବଡ଼ଏକାଦଶୀ।
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/member_avatars/2025/01/01/2025-01-01t131417567z-img20250101113910.jpg)