ବାଲେଶ୍ୱର: ବାଲେଶ୍ୱରରେ ଗୋଷ୍ଠୀ ସଂଘର୍ଷ ପରେ ବାଲେଶ୍ୱର ପୌରାଞ୍ଚଳରେ ଅନିର୍ଦ୍ଦିଷ୍ଟ କାଳ ପାଇଁ କର୍ଫ୍ୟୁ ଜାରି, ଦୋକାନ ବଜାର ଓ ସ୍କୁଲ କଲେଜ ବନ୍ଦ, ଘରୁ ନ ବାହାରିବାକୁ ପୁଲିସ ପ୍ରଶାସନର ନିବେଦନ।

ସମ୍ବନ୍ଧିତ ଖବର