Sambad - Sambad, Odisha Latest News, Breaking News Odisha, Odisha Current Headlines, Odisha News Online | Sambad.in
ପୂର୍ବବର୍ତ୍ତୀ ଖବର
ବଲାଙ୍ଗୀରରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ସ୍ମାର୍ଟ ହେଲଥ କାର୍ଡ ବଣ୍ଟନର କରିବେ ଶୁଭାରମ୍ଭ
ପରବର୍ତ୍ତୀ ଖବର
ସୀମା ବିବାଦ ନେଇ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଚିଠି ଲେଖି ୪ଟି ପ୍ରସ୍ତାବ ଦେଲେ ଧର୍ମେନ୍ଦ୍ର। ଆନ୍ଧ୍ର-ଓଡ଼ିଶା ମୁଖ୍ୟମନ୍ତ୍ରୀଙ୍କୁ ଦ୍ୱିପାକ୍ଷୀକ ଆଲୋଚନା ପାଇଁ ପ୍ରସ୍ତାବ। ଆନ୍ଧ୍ର ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ହସ୍ତକ୍ଷେପ ଲୋଡ଼ିଲେ କେନ୍ଦ୍ରମନ୍ତ୍ରୀ।
ଭୁବନେଶ୍ବର: ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ, ଦିବଙ୍ଗତ ବିଧାୟକ ଓ ପୁଲିସ କର୍ମୀଙ୍କ ଉଦ୍ଦେଶ୍ୟରେ…
ଭୁବନେଶ୍ବର: ପ୍ରଥମ ମହିଳା ବାଚସ୍ପତି ଭାବେ ନିର୍ବାଚିତ ହେଲେ ବରିଷ୍ଠ ବିଧାୟିକା ପ୍ରମିଳା ମଲ୍ଲିକ।…
ଭୁବନେଶ୍ବର: ରାଜ୍ୟରେ ସଚିବ ଶାସନ ବ୍ୟବସ୍ଥାକୁ ବିରୋଧ କରି ବିଧାନସଭା ଭିତରକୁ ଧସେଇ ପଶିଲା ‘ମୋ…
ସୁନ୍ଦରଗଡ଼: ସୁନ୍ଦରଗଡ଼ରେ ଆଉ ୫ ନୂଆ ସ୍କ୍ରବ୍ ଟାଇଫସ୍ ରୋଗୀ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୨୧୧କୁ…
ଭୁବନେଶ୍ବର: ବିଜେଡିରୁ ବହିଷ୍କୃତ ହେଲେ ଖଣ୍ଡପଡ଼ା ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକ ଓ ରେମୁଣା ବିଧାୟକ…
ଭୁବନେଶ୍ବର: ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସୁଦାମ ମାର୍ଣ୍ଡିଙ୍କୁ ମିଳିଲା ରାଜସ୍ଵ ବିଭାଗର…
ଭୁବନେଶ୍ବର: ମହିଳା ସଂରକ୍ଷଣ ବିଲକୁ ସମର୍ଥନ କରିବା ପାଇଁ ନିଜ ରାଜ୍ୟସଭା ସଦସ୍ୟଙ୍କ ପାଇଁ ୩ ଲାଇନର…
ଭୁବନେଶ୍ବର: ବାଚସ୍ପତି ପଦ ଲାଗି ନାମାଙ୍କନ ପତ୍ର ଦାଖଲ କଲେ ପ୍ରମିଳା ମଲ୍ଲିକ