ଭୁବନେଶ୍ୱର: ଏୟାରପୋର୍ଟ ଛକରେ ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ। ଗୋଡ଼େଇ ଗୋଡ଼େଇ ହାଣିଲେ ଦୁର୍ବୃତ୍ତ। ଯୁବକଙ୍କ ହାତ ଓ ମୁଣ୍ଡରେ ଗଭୀର ଆଘାତ। ଆହତଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି। ପୁଲିସ୍‌ର ଛାନ୍‌ଭିନ୍‌ ଜାରି।

ସମ୍ବନ୍ଧିତ ଖବର