ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କ କାର୍ଯ୍ୟକାଳ ୬ ମାସ ବଢ଼ିଲା। ୨୦୨୪ ଜୁନ୍‌ ୩୦ ପର୍ଯ୍ୟନ୍ତ ପ୍ରଦୀପ ଜେନାଙ୍କ କାର୍ଯ୍ୟକାଳ ବଢ଼ାଇଲେ ରାଜ୍ୟ ସରକାର।

ସମ୍ବନ୍ଧିତ ଖବର