ରାଜ୍ୟରେ ଦେଢ଼ ଲକ୍ଷ ଲୋକଙ୍କୁ ଦିଆଗଲାଣି କରୋନା ଟିକା। ଟୁଇଟ କରି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା। ଦେଶରେ ଟିକାକରଣରେ ଓଡ଼ିଶା ଆଗରେ। ସରକାର ଟିକାକରଣ ପ୍ରକ୍ରିୟାକୁ ଜୋରଦାର କରିଛନ୍ତି।

ସମ୍ବନ୍ଧିତ ଖବର