ସ୍ଵାସ୍ଥ୍ୟସେବା କ୍ଷେତ୍ରରେ ଏସମା ଲଗାଇଲେ ରାଜ୍ୟ ସରକାର। ସରକାରୀ ସ୍ଵାସ୍ଥ୍ୟସେବାରେ ନିୟୋଜିତ କୌଣସି କର୍ମଚାରୀ ଆନ୍ଦୋଳନ କରିପାରିବେନି। ଆଜିଠାରୁ ୬ ମାସ ପାଇଁ ଲାଗୁ ହେଲା ଏସ୍ମା। ସରକାରୀ ଅନୁଦାନପ୍ରାପ୍ତ ସ୍ଵାସ୍ଥ୍ୟ ପ୍ରତିଷ୍ଠାନ ପାଇଁ ମଧ୍ୟ ଏସ୍ମା ଲାଗୁ ଏ ନେଇ ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି।
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/member_avatars/2025/01/01/2025-01-01t131417567z-img20250101113910.jpg)