ଓଡ଼ିଶା ଫେରିବେ ବରିଷ୍ଠ ଆଇଏଏସ୍‌ ମନୋଜ ଆହୁଜା। ୧୯୯୦ ବ୍ୟାଚ୍‌ର ଆଇଏଏସ୍‌ ଏବେ ଅଛନ୍ତି କେନ୍ଦ୍ର କୃଷି ଓ କୃଷକ କଲ୍ୟାଣ ସଚିବ। ରାଜ୍ୟ ସରକାରଙ୍କ ଆବେଦନ ଆଧାରରେ ମଂଜୁରୀ ଦେଲା କ୍ୟାବିନେଟ୍‌।

ସମ୍ବନ୍ଧିତ ଖବର