ବରିଷ୍ଠ ପ୍ରଶାସକ ନିକୁଞ୍ଜ ବିହାରୀ ଧଳ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଭାବେ ନିଯୁକ୍ତ। ନିକୁଞ୍ଜ ବିହାରୀ ଧଳ ବର୍ତ୍ତମାନ ଓଡ଼ିଶାର ମୁଖ୍ୟ ନିର୍ବାଚନ ଅଧିକାରୀ ଭାବେ କାର୍ଯ୍ୟରତ।

ସମ୍ବନ୍ଧିତ ଖବର