ଆଠଗଡ଼:ଯାତ୍ରା ଦେଖି ଫେରୁଥିବା ବୃଦ୍ଧଙ୍କୁ ଦଳି ଦେଲା ଦନ୍ତା,ସ୍ଥାନୀୟ ଗୁରୁଡ଼ିଝାଟିଆ କାଣ୍ଡମୁଗୁରୀ ଗାଁରେ ଏହି ଅଭାବନୀୟ ଘଟଣା ଘଟିଛି, ମୃତକଙ୍କ ନାମ ୬୫ ବର୍ଷ ବୟସ୍କ ଟୁବୁର ହନକା, ସେ କଣ୍ଟାବନ୍ଧ ଗାଁକୁ ଯାତ୍ରା ଦେଖିବାକୁ ଯାଇଥିଲେ, ଖବର ପାଇ ଖୁଣ୍ଟୁଣୀ ପୁଲିସ ଏବଂ ବନବିଭାଗ ଟିମ୍ ପହଞ୍ଚିଲେ,
Advertisment
Follow Us