breaking ଓଆର୍ଏଚ୍ଡିସି ଦୁର୍ନୀତି ମାମଲାରେ ପୂର୍ବତନ ଆଇଏଏସ୍ ଅଧିକାରୀ ବିନୋଦ କୁମାରଙ୍କ ସହ ୫ ଜଣଙ୍କୁ ସଜା। ଦଣ୍ଡାଦେଶ କଲେ ଭିଜିଲାନ୍ସ କୋର୍ଟ। ପ୍ରତ୍ୟେକଙ୍କୁ ୩ ବର୍ଷ ଲେଖାଏଁ ଜେଲ୍ ଓ ୫୦ ହଜାର ଟଙ୍କା ଜରିମାନା। ଜରିମାନା ଅନାଦେୟ ଆଉ ୬ ମାସ ଜେଲ ଦଣ୍ଡ ପାଇଁ ନିର୍ଦ୍ଦେଶ। by Mahendra Sahu Updated 27 Mar 2023 15:52 IST Link copied! Copy failed! by Mahendra Sahu Updated 27 Mar 2023 15:52 IST Link copied! Copy failed!