ଓଡ଼ିଆ ଭାଷାର ସୁରକ୍ଷା ନେଇ ଝାଡ଼ଖଣ୍ଡ ଓ ଆନ୍ଧ୍ର ମୁଖ୍ୟମନ୍ତ୍ରୀଙ୍କୁ ପତ୍ର ଲେଖିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ହେମନ୍ତ ସୋରେନ ଓ ଜଗନମୋହନ ରେଡ୍ଡୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ଧର୍ମେନ୍ଦ୍ର। ଦୁଇ ରାଜ୍ୟରେ ଓଡ଼ିଆ ଭାଷାର ଗୁରୁତ୍ୱ ନେଇ ଅବଗତ କରାଇଲେ। ସଂଖ୍ୟାଲଘୁ ଛାତ୍ରଛାତ୍ରୀଙ୍କୁ ଓଡ଼ିଆ ପଢ଼ାରେ ବ୍ୟାଘାତ ନେଇ ଉଦ୍‌ବେଗ ପ୍ରକାଶ।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe