ଗଂଜାମ ଜିଲ୍ଲାରୁ ପୂର୍ବତନ ବିଧାୟିକା ଭି. ସୁଜ୍ଞାନ କୁମାରୀ ଦେଓ ଅସୁସ୍ଥ। ଖଲ୍ଲିକୋଟ ଓ କବିସୂର୍ଯ୍ୟନଗରର ପୂର୍ବତନ ବିଧାୟକ ଥିଲେ ସୁଜ୍ଞାନ କୁମାରୀ। ଚେନ୍ନାଇସ୍ଥିତ ଘରୋଇ ହସ୍‌ପିଟାଲରେ ଭର୍ତ୍ତି। ସ୍ବାସ୍ଥ୍ୟାବସ୍ଥା ବୁଝିବାକୁ ଚେନ୍ନାଇ ଗଲେ ମୁଖ୍ୟମନ୍ତ୍ରୀ।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe