breaking ଜୁନ୍ ୩୦ ଯାଏଁ ସରକାରୀ କର୍ମଚାରୀଙ୍କୁ ଛୁଟି ମନା। ବିଭାଗୀୟ ସଚିବ ଓ ଜିଲ୍ଲାପାଳମାନଙ୍କୁ ଚିଠି ଲେଖିଲା ସାଧାରଣ ପ୍ରଶାସନ ବିଭାଗ। ନୂଆ ସରକାର ହେଉଥିବାରୁ ବିଭିନ୍ନ ସ୍ତରରେ କାର୍ଯ୍ୟକ୍ରମ ଚାଲିବ ହେଡ୍କ୍ବାର୍ଟର ନଛାଡ଼ିବାକୁ ଅଧିକାରୀଙ୍କୁ ନିର୍ଦ୍ଦେଶ। by Sambad Digital Updated 11 Jun 2024 17:04 IST Link copied! Copy failed! by Sambad Digital Updated 11 Jun 2024 17:04 IST Link copied! Copy failed!