ଦରଦାମ ବୃଦ୍ଧିକୁ ନେଇ ବିଜେଡିର ସାମ୍ବାଦିକ ସମ୍ମିଳନୀ। ନଭେମ୍ବର ୩୦ ସୁଦ୍ଧା ଗ୍ୟାସ ଦର ନକମିଲେ ଆନ୍ଦୋଳନ ଜୋର ହେବ। କୌଣସି ଦେଶରେ ଏତେ ଜୋରରେ ଗ୍ୟାସ ଦର ଏତେ ବଢ଼ିନି। ଗତ ୭ ବର୍ଷରେ ଏହାର ଦର ୪୧୪ରୁ ୯୩୦ରେ ପହଞ୍ଚିଛି।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe