ପବିତ୍ର ଶ୍ରୀରାମ ନବମୀରେ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ,ମୁଖ୍ୟମନ୍ତ୍ରୀ କହିଛନ୍ତି ପବିତ୍ର ଶ୍ରୀରାମ ନବମୀ ଉପଲକ୍ଷେ ସମସ୍ତଙ୍କୁ ମୋର ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା ଜଣାଉଛି, ମର୍ଯ୍ୟାଦାପୁରୁଷ ପ୍ରଭୁ ଶ୍ରୀରାମଙ୍କ ଆଶୀର୍ବାଦରୁ ପ୍ରତ୍ଯେକଟି ଜୀବନ ମଙ୍ଗଳମୟ ହେଉ

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe