breaking ପାଣିପାଗ: ୪୨.୨ ଡ଼ିଗ୍ରି ସହ ବଲାଙ୍ଗୀର ରାଜ୍ୟର ଉତ୍ତପ୍ତ ସହର। ୧୨ ସହରରେ ଦିନ ତାପମାତ୍ରା ୪୦ ଡ଼ିଗ୍ରି କିମ୍ବା ଅଧିକ ରେକର୍ଡ। ଆଗାମୀ ୪ ରୁ ୫ ଦିନ ଯାଏଁ ଦିନ ତାପମାତ୍ରାରେ ବିଶେଷ ପରିବର୍ତ୍ତନର ସମ୍ଭାବନା ନାହିଁ। ଉପକୂଳର ସମେତ ପାର୍ଶ୍ଵବର୍ତ୍ତୀ ଜିଲ୍ଲାରେ ଗୁଳୁଗୁଳି। by Mahendra Sahu Updated 29 May 2022 17:26 IST Link copied! Copy failed! by Mahendra Sahu Updated 29 May 2022 17:26 IST Link copied! Copy failed!