ପୁରୀ: କଣାସ ଅଞ୍ଚଳରେ ରକ୍ତର ହୋଲି। ଗଡ଼ିଶାଗଦା ଜାଗୁଲାଇପଦର ଗାଁରେ ଗୋଷ୍ଠୀ ସଂଘର୍ଷ। ଯୁବକଙ୍କୁ ଗୋଡେଇ ଗୋଡେଇ ହାଣିଲେ ଦୁର୍ବୃତ୍ତ। ୩ ଜଣଙ୍କୁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି ରାଜନୈତିକ ଶତ୍ରୁତା ଅନୁମାନ।
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/member_avatars/2025/01/01/2025-01-01t131417567z-img20250101113910.jpg)