breaking ପୁରୀ: ଶ୍ରୀମନ୍ଦିର କାର୍ଯ୍ୟାଳୟରେ ରତ୍ନଭଣ୍ଡାର ସଂପର୍କୀତ ବୈଠକ ଆରମ୍ଭ। ବୈଠକରେ ରତ୍ନଭଣ୍ଡାର ତଦାରଖ କମିଟି ଅଧ୍ୟକ୍ଷ ଜଷ୍ଟିସ୍ ବିଶ୍ବନାଥ ରଥଙ୍କ ସମେତ ଅନ୍ୟ ସଦସ୍ୟ ଓ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଉପସ୍ଥିତ। Advertisment July 16, 2024, 11:06 AM IST 16 Jul 2024 11:06 IST Sibasankar Ojha Follow Us