ପୌର ନିର୍ବାଚନ ନେଇ ବାଟ ଫିଟିଲା। ବିଧାନସଭାରେ ମ୍ୟୁନିସପାଲ ଆଇନ ସଂଶୋଧନ ବିଲ ୨୦୨୧ ପାରିତ ହେବା ପରେ ଏଇ ବାଟ ଫିଟିଛି। ବିଲ ଅନୁଯାୟୀ ଓଡ଼ିଶା ପୌର ବିଧି ସଂଶୋଧନ ବିଧେୟକରେ ଅନୁସୂଚିତ ଜାତି ଓ ଜନଜାତି ଓ ପଛୁଆ ବର୍ଗଙ୍କ ପାଇଁ ସଂରକ୍ଷଣ ୫୦ ପ୍ରତିଶତ ଭିତରେ ରହିବ।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe