ଭୁବନେଶ୍ବର: ଶ୍ରଦ୍ଧାଳୁଙ୍କ ପାଇଁ ଲିଙ୍ଗରାଜ ମନ୍ଦିର ବନ୍ଦ। କିଛି ସେବାୟତ କରୋନା ସଂକ୍ରମିତ ହେବା ପରେ ବନ୍ଦ ନିଷ୍ପତ୍ତି। ପୂର୍ବ ପରି ଲିଙ୍ଗରାଜ ମନ୍ଦିରରେ ନୀତିକାନ୍ତି ଜାରି ରହିବ। ପରବର୍ତ୍ତୀ ନିର୍ଦ୍ଦେଶ ଯାଏଁ ଶ୍ରଦ୍ଧାଳୁଙ୍କ ପାଇଁ ବନ୍ଦ ରହିବ। ବିଏମ୍‌ସି ପକ୍ଷରୁ ସୂଚନା।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe