ଭୁବନେଶ୍ୱର: ଏୟାରପୋର୍ଟ ଛକରେ ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ। ଗୋଡ଼େଇ ଗୋଡ଼େଇ ହାଣିଲେ ଦୁର୍ବୃତ୍ତ। ଯୁବକଙ୍କ ହାତ ଓ ମୁଣ୍ଡରେ ଗଭୀର ଆଘାତ। ଆହତଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି। ପୁଲିସ୍ର ଛାନ୍ଭିନ୍ ଜାରି।
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/member_avatars/2025/01/01/2025-01-01t131417567z-img20250101113910.jpg)