breaking ମାସ୍କ ନ ପିନ୍ଧିଥିଲେ ସ୍କୁଲ ଭିତରକୁ ପଶି ପାରିବେନି ଛାତ୍ରଛାତ୍ରୀ। ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ପରେ ଗଣଶିକ୍ଷା ବିଭାଗ ପକ୍ଷରୁ ଗାଇଡ଼ଲାଇନ ଜାରି। ପୂର୍ବ ଗାଇଡ଼ଲାଇନ ସହ ଅନ୍ୟ ଗାଇଡ଼ଲାଇନକୁ କଡାକଡି ଭାବେ ପାଳନ କରିବାକୁ ନିର୍ଦେଶ। by Mahendra Sahu Updated 07 Sep 2021 21:53 IST Link copied! Copy failed! by Mahendra Sahu Updated 07 Sep 2021 21:53 IST Link copied! Copy failed!