ରାୟଗଡ଼ା ଜିଲ୍ଲା କାଶୀପୁରରେ ଅଜଣା ରୋଗରେ ମୃତ୍ୟୁ ଘଟଣାରେ ହସ୍ତକ୍ଷେପ କଲେ ମୁଖ୍ୟମନ୍ତ୍ରୀ। କାରଣ ଖୋଜିବାକୁ ସ୍ୱାସ୍ଥ୍ୟ ବିଭାଗ ଓ ଆରଏମ୍ଆରସିକୁ ଦେଲେ ନିର୍ଦ୍ଦେଶ। ପାନୀୟ ଜଳ ଯୋଗାଇବାକୁ ପଞ୍ଚାୟତିରାଜ ବିଭାଗକୁ ନିର୍ଦ୍ଦେଶ।
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)