ରାୟଗଡ଼ା ଜିଲ୍ଲା କାଶୀପୁରରେ ଅଜଣା ରୋଗରେ ମୃତ୍ୟୁ ଘଟଣାରେ ହସ୍ତକ୍ଷେପ କଲେ ମୁଖ୍ୟମନ୍ତ୍ରୀ। କାରଣ ଖୋଜିବାକୁ ସ୍ୱାସ୍ଥ୍ୟ ବିଭାଗ ଓ ଆରଏମ୍‌ଆରସିକୁ ଦେଲେ ନିର୍ଦ୍ଦେଶ। ପାନୀୟ ଜଳ ଯୋଗାଇବାକୁ ପଞ୍ଚାୟତିରାଜ ବିଭାଗକୁ ନିର୍ଦ୍ଦେଶ।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe