ସିବିଏସଇ ଦ୍ୱାଦଶ ପରୀକ୍ଷାଫଳ ପ୍ରକାଶ: ୮୭.୯୮ ପ୍ରତିଶତ ଛାତ୍ରଛାତ୍ରୀ ପାସ୍,କେରଳର ତ୍ରିଭେନ୍ଦ୍ର୍ରମରେ ୯୯.୯୧ ପ୍ରତିଶତ ଛାତ୍ରଛାତ୍ରୀ ପାସ୍,ବିଜୟୱାଡାରେ ପାସ୍ ହାର ୯୯.୦୪ ପ୍ରତିଶତ,ଚେନ୍ନାଇରେ ପାସ୍ ହାର ୯୮.୪୭ ପ୍ରତିଶତ,, ବେଙ୍ଗାଲୁରୁର ୯୬.୯୫ ପ୍ରତିଶତ ଏବଂ ପଶ୍ଚିମ ଦିଲ୍ଲୀର ଛାତ୍ରଛାତ୍ରୀଙ୍କ ପାସ୍ ହାର ୯୫.୬୪ ପ୍ରତିଶତ ରହିଛି

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe