ମୁମ୍ବାଇ: ନିୟମ ଉଲ୍ଲଂଘନ କରିଥିବା ୭ଟି ସରକାରୀ ବ୍ୟାଙ୍କ ଉପରେ ଭାରତୀୟ ରିଜର୍ଭ ବ୍ୟାଙ୍କ ୧୧ କୋଟି ଟଙ୍କାର ଜରିମାନା ଲାଗୁ କରିଛନ୍ତି। ସେହି ବ୍ୟାଙ୍କଗୁଡ଼ିକ ହେଉଛି ବ୍ୟାଙ୍କ ଅଫ୍ ବରୋଦା, ବ୍ୟାଙ୍କ ଅଫ୍ ଇଣ୍ଡିଆ, ଇଣ୍ଡିଆନ ଓଭରସିଜ୍ ବ୍ୟାଙ୍କ, ୟୁନିଅନ ବ୍ୟାଙ୍କ, ବ୍ୟାଙ୍କ ଅଫ ମହାରାଷ୍ଟ୍ର, ଆହ୍ଲାବାଦ ବ୍ୟାଙ୍କ ଓ ଓରିଏଣ୍ଟାଲ୍‌ ବ୍ୟାଙ୍କ ଅଫ୍ କମର୍ସ।