ଜୁନ୍ ୪ ପରେ ସେନ୍‌ସେକ୍ସରେ ୫୦୦୦ ପଏଣ୍ଟ ବୃଦ୍ଧି

Advertisment
ସେନ୍‌ସେକ୍ସରେ ୬୯୨ ପଏଣ୍ଟ ବୃଦ୍ଧି

ମୁମ୍ବାଇ: ଲୋକସଭା ନିର୍ବାଚନ ଫଳ ପ୍ରକାଶ ପାଇବା ପରେ ବମ୍ବେ ଷ୍ଟକ୍ ବଜାର ସେନ୍‌ସେକ୍ସ ଦ୍ରୁତ ଗତିରେ ଆଗକୁ ବଢ଼ିବ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଯେଉଁ ଆକଳନ କରିଥିଲେ ତାହା ସତ ହୋଇଛି। ଜୁନ୍ ୪ରେ ଫଳ ପ୍ରକାଶ ପାଇବା ପରେ ସେନ୍‌ସେକ୍ସରେ ୫୦୦୦ ପଏଣ୍ଟରୁ ଅଧିକ ବୃଦ୍ଧି‌ ହୋଇଛି। ତାହାର ପ୍ରଭାବରେ ନିବେଶକମାନଙ୍କୁ ୪୨.୪ ଲକ୍ଷ କୋଟି ଟଙ୍କାର ଫାଇଦା ମିଳିଛି। ଷ୍ଟକ୍ ବଜାରରେ ତାଲିକାଭୁକ୍ତ ଥିବା କମ୍ପାନିଗୁଡ଼ିକର ମୋଟ ବଜାର ପୁଞ୍ଜି ପରିମାଣ ୪୩୭.୨୪ ଲକ୍ଷ କୋଟି ଟଙ୍କାକୁ ବୃଦ୍ଧି ପାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe