ଏୟାର ଇଣ୍ଡିଆ ବିକ୍ରି ପାଇଁ ପୁଣି ଉଦ୍ୟମ ହେବ

0

ନୂଆଦିଲ୍ଲୀ: ସରକାରୀ ବିମାନ କଂପାନି ଏୟାର ଇଣ୍ଡିଆକୁ ବିକ୍ରି କରିବା ପାଇଁ ସରକାର ପୁଣି ଉଦ୍ୟମ କରିବେ। କଂପାନିର ୧୦୦% କିମ୍ବା ୭୫% ଅଂଶଧନ ସହିତ ଏହାର ମାଲିକାନାସତ୍ତ୍ବ ବିକ୍ରି କରିବାକୁ ଉଦ୍ୟମ କରାଯିବ। ଏଥିପାଇଁ ବିକ୍ରି ପ୍ରସ୍ତାବରେ ସଂଶୋଧନ ଅଣାଯିବ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ସମ୍ବାଦ ଓ କନକ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ‘ସମ୍ବାଦ’ ଗ୍ରୁପର ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

ସମ୍ବନ୍ଧିତ ଖବର

Leave A Reply

Your email address will not be published.