ବିଓବିର ନୂଆ ଆଞ୍ଚଳିକ ମୁଖ୍ୟ

ପାଟନା: ବ୍ୟାଙ୍କ ଅଫ୍‌ ବରୋଦା (ବିଓବି) ପାଟନା ଅଞ୍ଚଳର ନୂଆ ଆଞ୍ଚଳିକ ମୁଖ୍ୟ ଭାବେ ରାଜେନ୍ଦ୍ର କୁମାର ଦାୟିତ୍ୱ ଗ୍ରହଣ କରିଛନ୍ତି। ମହା ପ୍ରବନ୍ଧକ ତଥା ଆଞ୍ଚଳିକ ମୁଖ୍ୟ ଭାବେ ଶ୍ରୀ କୁମାର ବିହାର, ଝାଡ଼ଖଣ୍ଡ ଓ ଓଡ଼ିଶା ରାଜ୍ୟର ଦାୟିତ୍ୱ ନେଇଛନ୍ତି। ଏହା ପୂର୍ବରୁ ସେ ମଧ୍ୟପ୍ରଦେଶ ଓ ଛତିଶଗଡ଼ ଅଞ୍ଚଳର ଆଞ୍ଚଳିକ ମୁଖ୍ୟ ଭାବେ କାର୍ଯ୍ୟ କରୁଥିଲେ। ବ୍ୟାଙ୍କିଙ୍ଗ୍‌ କ୍ଷେତ୍ରରେ ଶ୍ରୀ କୁମାରଙ୍କର ଦୀର୍ଘ ୩୫ ବର୍ଷର ଅଭିଜ୍ଞତା ରହିଛି।

ସମ୍ବନ୍ଧିତ ଖବର