ଭୁବନେଶ୍ୱର: ବ୍ୟାଙ୍କ ଅଫ୍ ବରୋଦା (ବିଓବି)ର କ୍ଷେତ୍ରୀୟ କାର୍ଯ୍ୟାଳୟ ପକ୍ଷରୁ ବିଶ୍ୱ ହିନ୍ଦୀ ଦିବସ ପାଳନ କରାଯାଇଛି। ଏଥିରେ ଅବସରପ୍ରାପ୍ତ ହିନ୍ଦୀ ପ୍ରଫେସର ସୁଧାଂଶୁ ନାୟକ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ। ଏହି ଅବସରରେ ବ୍ୟାଙ୍କର ଭୁବନେଶ୍ୱର କ୍ଷେତ୍ରୀୟ କାର୍ଯ୍ୟାଳୟ ମୁଖ୍ୟ ଏନ୍ ବେହେରା ଓ ଅନ୍ୟ ଷ୍ଟାଫ୍ମାନେ ଉପସ୍ଥିତ ଥିଲେ। ବ୍ୟାଙ୍କର ରାଜଭାଷା ବିଭାଗର ଅମିତା ବ୍ରହ୍ମା କାର୍ଯ୍ୟକ୍ରମ ସଞ୍ଚାଳନା କରିଥିଲେ।
ବିଓବିର ବିଶ୍ୱ ହିନ୍ଦୀ ଦିବସ ପାଳନ
/sambad/media/post_attachments/wp-content/uploads/2018/01/bank-of-baroda.jpg)