Advertisment

ବେଦାନ୍ତ ଆଲୁମିନିୟମର ଋତୁସ୍ରାବ ସ୍ବଚ୍ଛତା ସଚେତନତା ଅଭିଯାନ

Advertisment

ବେଦାନ୍ତ ଆଲୁମିନିୟମ ଗ୍ରାମାଞ୍ଚଳ ସମ୍ପ୍ରଦାୟରେ ଋତୁସ୍ରାବ ସ୍ୱଚ୍ଛତା ଏବଂ କିଶୋର ସ୍ୱାସ୍ଥ୍ୟକୁ ପ୍ରୋତ୍ସାହିତ କରିବାପାଇଁ ଏକ ସପ୍ତାହ ବ୍ୟାପୀ ଅଭିଯାନ ଆୟୋଜନ କରାଯାଇଛି।

ବେଦାନ୍ତ ଆଲୁମିନିୟମ ଗ୍ରାମାଞ୍ଚଳ ସମ୍ପ୍ରଦାୟରେ ଋତୁସ୍ରାବ ସ୍ୱଚ୍ଛତା ଏବଂ କିଶୋର ସ୍ୱାସ୍ଥ୍ୟକୁ ପ୍ରୋତ୍ସାହିତ କରିବାପାଇଁ ଏକ ସପ୍ତାହ ବ୍ୟାପୀ ଅଭିଯାନ ଆୟୋଜନ କରାଯାଇଛି।

WhatsApp Image 2025-08-07 at 11.11.46

ଭୁବନେଶ୍ବର :  ବେଦାନ୍ତ ଆଲୁମିନିୟମ ଗ୍ରାମାଞ୍ଚଳ ସମ୍ପ୍ରଦାୟରେ ଋତୁସ୍ରାବ ସ୍ୱଚ୍ଛତା ଏବଂ କିଶୋର ସ୍ୱାସ୍ଥ୍ୟକୁ ପ୍ରୋତ୍ସାହିତ କରିବାପାଇଁ ଏକ ସପ୍ତାହ ବ୍ୟାପୀ ଅଭିଯାନ ଆୟୋଜନ କରାଯାଇଛି। ଏଥିରେ ଜାମକାନି, କୁରାଲୋଇ ଏବଂ ଘୋଘରପାଲିର ୧୮ରୁ ଅଧିକ ସ୍କୁଲର ଷଷ୍ଠରୁ ଦଶମ ଶ୍ରେଣୀର ପ୍ରାୟ ୧,୧୦୦ରୁ ଅଧିକ ଛାତ୍ରଛାତ୍ରୀ ସାମିଲ ହୋଇଥିଲେ। ଶିକ୍ଷା ଅଧିବେଶନ, ହିଟ୍‌ ବ୍ୟାଗ୍‌ ଏବଂ ‘ମାସିକ ଋତୁସ୍ରାବ’ ଶିକ୍ଷା ପୁସ୍ତିକା ବଣ୍ଟନ କରାଯାଇଥିଲ‌‌ା। ବେଦାନ୍ତ ଆଲୁମିନିୟମର ସିଇଓ ରାଜୀବ କୁମାର କହିଛନ୍ତି ଯେ ଏକ ସୁସ୍ଥ ଏବଂ ନିୟନ୍ତ୍ରିତ ସମାଜ ଗଠନ ପାଇଁ ସମ୍ପ୍ରଦାୟ ସ୍ୱାସ୍ଥ୍ୟ ଏବଂ ପରିଚ୍ଛନ୍ନତାକୁ ପ୍ରୋତ୍ସାହିତ କରିବା ଅତ୍ୟନ୍ତ ଜରୁରୀ। ଏହି ପଦକ୍ଷେପ ଶିକ୍ଷା ଏବଂ ସଚେତନତା ମାଧ୍ୟମରେ ସମ୍ପ୍ରଦାୟର ଉନ୍ନତି ପାଇଁ ଆମର ଗଭୀର ପ୍ରତିବଦ୍ଧତାକୁ ପ୍ରତିଫଳିତ କରୁଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe