ପୂର୍ବତଟ ରେଳପଥର ନୂଆ ପ୍ରମୁଖ ମୁଖ୍ୟ ବାଣିଜ୍ୟ ପ୍ରବନ୍ଧକ

Advertisment
ପୂର୍ବତଟ ରେଳପଥର ନୂଆ ପ୍ରମୁଖ ମୁଖ୍ୟ ବାଣିଜ୍ୟ ପ୍ରବନ୍ଧକ

ଭୁବନେଶ୍ୱର: ପୂର୍ବ ତଟ ରେଳପଥର ପ୍ରମୁଖ ମୁଖ୍ୟ ବାଣିଜ୍ୟ ପ୍ରବନ୍ଧକ ଭାବେ ଅଜୟ କୁମାର ବେହେରା ଗତକାଲି କାର୍ଯ୍ୟଭାର ଗ୍ରହଣ କରିଛନ୍ତି। ଏହି ନୂଆ ପଦରେ ଯୋଗଦେବା ପୂର୍ବରୁ ଶ୍ରୀ ବେହେରା କଲିକତାସ୍ଥ ପୂର୍ବ ରେଳପଥର ପ୍ରମୁଖ ମୁଖ୍ୟ ପରିଚାଳନା ପ୍ରବନ୍ଧକ ରୂପେ କାର୍ଯ୍ୟ କରୁଥିଲେ। ଦିଲ୍ଲୀ ବିଶ୍ୱବିଦ୍ୟାଳୟରୁ ଶିକ୍ଷା ଶେଷ କରିବା ପରେ ଶ୍ରୀ ବେହେରା ୧୯୮୬ ବ୍ୟାଚରେ ଭାରତୀୟ ରେଳବାଇ ଟ୍ରାଫିକ ସେବାରେ ଯୋଗଦେଇଥିଲେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe