ବୋସ୍‌ନିଆରେ ଲକ୍ଷ୍ମୀ ମିତ୍ତଲଙ୍କ ସାନ ଭାଇ ଅଟକ

ସାରାଜେଭୋ,: ‌ଠକେଇ ଓ କ୍ଷମତାର ଅପବ୍ୟବହାର କରିଥିବା ଅଭିଯୋଗରେ ବୋସନିଆରେ ଇସ୍ପାତ ବ୍ୟବସାୟୀ ଲକ୍ଷ୍ମୀ ମିତ୍ତଲଙ୍କ ସାନ ଭାଇ ପ୍ରମୋଦ ମିତ୍ତଲଙ୍କୁ ଅଟକ ରଖାଯାଇଛି।

ସମ୍ବନ୍ଧିତ ଖବର